ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅପମାନ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାପାଇଁ ଜାତୀୟ ମାନବ ଅଧିକାର କମିଶନଙ୍କ ନିକଟରେ କେଶ ଦାଏର କଲେ ନ୍ୟାୟ ପାଇଁ ଲଢେଇ ପରିବାରର ଓଡ଼ିଶାର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ ।
#TMCMinister #objectionableremark #President #DraupadiMurmu #AkhilGiri #ArrestTMCLeader #ArgusNews