#ଆଜି_ପବିତ୍ର_ମହାଳୟା
ଗତ ପନ୍ଦରଦିନ ଧରି ପିତୃପକ୍ଷ ଚାଲିଥିବା ବେଳେ ଆଜି ହେଉଛି ଏହି ପକ୍ଷର ଅନ୍ତିମଦିନ। ଏହି ଦିନରେ ଯେଉଁ ଶ୍ରାଦ୍ଧ ବା ପିଣ୍ଡଦାନ କରାଯାଏ ସେଥିରେ ପିତୃପୁରୁଷଙ୍କ ପୂର୍ଣ୍ଣ ପ୍ରାପ୍ତି ହୋଇଥାଏ ବିଶ୍ବାସ ରହିଛି। ପିତୃ ପୁରୁଷ ମାନଙ୍କ ମୃତ୍ୟୁ ତିଥି ଅନୁସାରେ ଏହି ପନ୍ଦରଦିନ ମଧ୍ୟରେ ଶ୍ରାଦ୍ଧ ଦେବାର ପରମ୍ପରା ରହିଛି ।
#Mahalaya #PindDaan #Navigaya #Birjakshetra #Jajpur #traditional #Odisha