ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, କଳାହାଣ୍ଡି ତରଫରୁ ନର୍ଲା ରେ ଆଜି ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟରୁ ବ୍ଲକ୍ ପର୍ଯ୍ୟନ୍ତ ଯାଇ ସରକାରୀ ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ତ୍ରିରଙ୍ଗା ଯାତ୍ରା କରିଥିଲେ। ଏଥିରେ ସ୍କୁଲ ଓ କଲେଜର ୨୦୦ ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଏବଂ ଶିକ୍ଷକ ଯୋଗ ଦେଇଥିଲେ।
#Kalahandi #Narla #Student #ABVP #tirangarally #Odisha #ArgusNews