କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୋରାପୁଟ ଜିଲ୍ଲାରେ ପର୍ଯ୍ୟଟନର ବିକାଶ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍ ମଞ୍ଜୁର କରିବାକୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ
#ArgusNews #DharmendraPradhan #Koraput #Letter #Odisha