ଭୁବନେଶ୍ୱର ବିମାନବନ୍ଦରରେ ପହଁଚିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡିଶାକୁ ୧ ହଜାର କୋଟି ଟଙ୍କାର ପ୍ରକଳ୍ପ ମିଳିଥିବାରୁ ମୋଦି ସରକାରଙ୍କୁ ଧନ୍ୟବାଦ ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ । ଏ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି ମୋଦି ସରକାର ଅମଳରେ ଓଡ଼ିଶାରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ବିପୁଳ ପୁଞ୍ଜି ନିବେଶ ହୋଇଛି ।
#Bhubaneswar #DharmendraPradhan #bijupatnaikinternationalairport #arrived #Odisha #ArgusNews