ଭୁବନେଶ୍ୱର ଲୋୟର ପିଏମଜିରେ ଧାରଣାରତ କିଡ଼ନୀ ରୋଗୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
କଟକ ମେଡ଼ିକାଲରେ କିଡନୀ ରୋଗୀଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ସହ ଡ଼ାକ୍ତର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
#Bhubaneswar #UnionMinister #dharmendraPradhan #Odisha #ArgusNews