#ଆଜି_ଉତ୍କଳ_ଦିବସ !
ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ । ୧୯୩୬ ମସିହା ଏପ୍ରିଲ ୧, ଉତ୍କଳ ଦିବସ । ଯାହାକୁ ନେଇ ପ୍ରତ୍ୟେକ ଓଡ଼ିଆ ନିଜକୁ ଗର୍ବିତ ଅନୁଭବ କରନ୍ତି । ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ । ଓଡ଼ିଆ ଜାତିର ତେଜୋଦୀପ୍ତ ଅସ୍ମିତାର ସୁରକ୍ଷା ନେଇ ଏକ ସୁଦୀର୍ଘ ସଂଗ୍ରାମର କାହାଣୀ କୁହେ ଏହି ତାରିଖ
#ArgusNews #UtkalDivas #UtkalDivas2023 #Odisha