#ପରଲୋକରେ_ବିଶିଷ୍ଠ_ସାହିତ୍ୟିକା_ବୀଣାପାଣୀ_ମହାନ୍ତି
ଓଡ଼ିଶାର ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ । ଟ୍ବିଟ୍ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଆ ସାହିତ୍ୟ ବିଶେଷ ଭାବରେ ଗଳ୍ପ ଓ ଉପନ୍ୟାସ ରଚନା କ୍ଷେତ୍ରରେ ତାଙ୍କର ଅବଦାନ ଅତୁଳନୀୟ ବୋଲି ସେ କହିଛନ୍ତି ।
#VeenapaniMohanty #prominentiterary #PMModiji #Tweet #odisha #ArgusNews