କଥାରେ ଅଛି ଇଛା ଥିଲେ ଉପାୟ ଆପେ ଆପେ ଆସେ । ଯାହାର ଏକ ଜ୍ୱଳନ୍ତ ଉଦାହରଣ ସୃଷ୍ଟି କରିଛନ୍ତି ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ବାଘୁଆପଲ୍ଲୀ ଭଳି ଏକ ଅଖ୍ୟାତ ପଲ୍ଲୀର ଗାଁ ଲୋକେ ।ଯେଉଁଠି ଦିନେ ଲଣ୍ଡା ପାହାଡ଼, ମସୃଣ ପଥର ଆଉ କଣ୍ଟା ଗଛରେ ପରିପୂର୍ଣ୍ଣ ଥିଲା । ସେ ପାହାଡ଼ ଆଜି ସବୁଜିମା ଓ ମନ୍ଦିରର ଅପୂର୍ବ ଶୋଭାରାଜିରେ ହସି ଉଠୁଛି ..
#ArgusNews #Nayagarh #picnicspot
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app