ବାବାଙ୍କୁ ହତ୍ୟା ଧମକ
କନ୍ଧମାଳର ଜିଲ୍ଲା ତୁମୁଡିବନ୍ଧ ଜଳେଶପଟ୍ଟା ଆଶ୍ରମର ମୁଖ୍ୟକୁ ହତ୍ୟା ଧମକ । ଆଶ୍ରମ ଦାୟିତ୍ୱରେ ଥିବା ଜୀବନ ମୁକ୍ତାନନ୍ଦ ପୁରୀ ବାବାଙ୍କୁ ଏଭଳି ଧମକ ଦେଇଛନ୍ତି । କୌଣସି ଅଜଣା ଫୋନ କଲରୁ ଏହି ହତ୍ୟା ଧମକ ଆସିଛି । ଏ ନେଇ ସଂପୃକ୍ତ ଆଶ୍ରମ ମୁଖ୍ୟ ଥାନାରେ ଏତଲା ଦେବା ପରେ ପୁଲିସ ତନାଘନା ଆରମ୍ଭ କରିଛି.....
#ArgusNews #Odisha #Kandhamal #Jaleshpata_Ashram #Deaththreats
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app