ଆସନ୍ତାକାଲିଠୁ ବିଧାନସଭା ବଜେଟ ଅଧିବେଶନ । ଫେବୃୟାରୀ ୧୮ରୁ ଏପ୍ରିଲ ୯ ପର୍ଯ୍ୟନ୍ତ ଚାଲିବ ଏହି ବଜେଟ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ଚଳିତବର୍ଷର ବଜେଟ ଅଧବେଶନ ଆରମ୍ଭ ହୋଇ ୨୨ ତାରିଖରେ ଗୃହରେ ଉପସ୍ଥାପନା ହେବ ୨୦୨୧-୨୨ର ଆର୍ଥିକ ବର୍ଷର ରାଜ୍ୟ ବଜେଟ...
#ArgusNews #Odisha #Budget #Vidhansabha