ଦରଦାମ, ବେକାରୀ ସମସ୍ୟା ବୃଦ୍ଧି ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି । ସେପଟେ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରିଛନ୍ତି । ବନ୍ଦ ସମୟରେ ବିଭିନ୍ନ ଜରୁରୀକାଳୀନ ସେବାକୁ ବାଦ ଦିଆଯାଇଛି । ବନ୍ଦ ସଂପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯିବ । ସେହିପରି ବନ୍ଦରେ ରୋଗୀ, ଗଣମାଧ୍ୟମ ପ୍ରତିନିଧି, ବାହାଘର ଗାଡି, ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ କୌଣସି ବାଧା ଦିଆଯିବ ନାହିଁ ବୋଲି କହିଛନ୍ତି ପିସିସି ସଭାପତି ....
#ArgusNews #Congress #Odisha
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app