ରାସ୍ତାରେ ଯାଉଥିବା ବସରେ ଲାଗିଲା ନିଆଁ । ରାୟଗଡ଼ା-କୋରାପୁଟ ରାସ୍ତା ସିରିକୋଣା ତାରିଣୀ ମନ୍ଦିର ପାଖରେ ଏଭଳି ଅଘଟଣ ଘଟିଛି । ଫଳରେ ଯାତ୍ରୀବାହୀ ବସଟି ସମ୍ପୂର୍ଣ୍ଣ ଜଳିଯାଇଛି। ହେଲେ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବିଳମ୍ବିତ ରାତିରେ ନବରଙ୍ଗପୁର କୋଷାଗୁମୁଡ଼ାରୁ ଗଞ୍ଜାମ ଜିଲ୍ଲା ପୋଲସରା ଯାଉଥିବା ଏକ ଘରୋଇ ବସରେ ନିଆଁ ଲାଗି ଯାଇଥିଲା....
#ArgusNews #Odisha #fire
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app