ବୌଦ୍ଧରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରଲର ଭିତରେ ପଶିଲା କାର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ପ୍ରଥମେ ପୁରୁଣାକଟକ ଓ ପରେ ଅବସ୍ଥା ଗୁରୁତର ହେବାରୁ ବୌଦ୍ଧ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ...
#ArgusNews #Boudh #Accident #RoadAccident #Odisha