ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତିକୁ ଓଡ଼ିଆ ନବ ବର୍ଷ ଭାବରେ ପାଳନ କରାଯାଏ। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ। ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ଚଉଁରା ମୂଳରେ ବାନ୍ଧିଦିଆଯାଏ ...
#ArgusNews #Panasankaranti #Festival #OdiaNabarsa