ପଶ୍ଚିମବଙ୍ଗରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ସହ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବିଜେପି ହିଁ ପଶ୍ଚିମବଙ୍ଗର ବିକାଶ କରିବା ସହ ସୁନାର ବଙ୍ଗଳା ନିର୍ମାଣ କରିପାରିବ ବୋଲି ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
#WestBengal #BengalElection #ArgusNews Dharmendra Pradhan #UnionMinister #SonarBangla #BJP