୫ ଟି ଦେଶୀ ବନ୍ଧୁକ ସହ ୪ କିଲୋ ଝିଙ୍କ ମାଂସ ଜବତ । କନ୍ଧମାଳ ରାଇକିଆ ବନ ବିଭାଗ ପକ୍ଷରୁ ଶୁକ୍ରବାର ଦେଶୀ ବନ୍ଧୁକ ସହ ଝିଙ୍କ ମାଂସ ଜବତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ କୈାଣସି ସୂତ୍ରରୁ ଖବର ପାଇ ରାଇକିଆ ବନବିଭାଗ ଅଧିକାରୀ ସୁନିଲ କୁମାର ସାହୁଙ୍କ ନେତୃତ୍ବରେ ଏକ ଟିମ ଚଢାଉ କରିଥିଲା ...
#ArgusNews #GunSeized #Kandhamala #Seized