ଆସନ୍ତାକାଲିଠାରୁ ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ଟିକାକରଣ । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ଦିଆଯିବ ଟିକା । ରାଜ୍ୟର 181ଟି ହସ୍କିଟାଲରେ ଭ୍ୟାକ୍ସିନ ଦିଆଯିବ । ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲରେ ନେଇହେବ ଟିକା । ସରକାରୀ ହସ୍ପିଟାଲରେ ଟିକା ସମ୍ପୂର୍ଣ୍ଣ ମାଗଣା ଥିବା ବେଳେ ଘରୋଇ ହସ୍ପିଟାଲରେ ଟିକା ପାଇଁ ଦେବାକୁ ପଡିବ ଅଢେଇଶହ ଟଙ୍କା....
#ArgusNews #Odisha #Corona #Vaccination