ଲଗାଣ ବର୍ଷା ଏବଂ କୋଭିଡ଼-19ର କଟକଣା ସତ୍ୱେ ପ୍ରତ୍ୟେକ ଜିଲ୍ଲାରେ ଜିଲ୍ଲାସ୍ତରୀୟ 74 ତମ ସ୍ୱାଧିନତା ଦିବସ ପାଳିତ ହୋଇଛି । ସବୁ ସ୍ଥାନରେ ପତାକା ଉତ୍ତୋଳନ କରାଯାଇଥିବା ବେଳେ ଜିଲ୍ଲା ସ୍ତରୀୟ କୋଭିଡ଼ ଯୋଦ୍ଧାଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି ...
#Argusnews #Odishanews #Independenceday #Flagmarch