ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭା ଶୀତକାଳୀନ ଅଧିବେଶନ। ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବାର ବ୍ୟବସ୍ଥା ରହିଛି। ତୃତୀୟ ଓ ଚତୁର୍ଥ ଅଧିବେଶନରେ ସର୍ବମୋଟ ୨୦ ଦିନ ଗୃହ କାର୍ଯ୍ୟ ଚାଲିଛି।
#ArgusNews #ArgusOdisha #ArgusOdia #ArgusUpdate #Winterassemblysession #Odisha