ପୁରୀ ହାଜତ ମୃତ୍ୟୁ ମାମଲା ...ମାଜିଷ୍ଟ୍ରେଟ ତଦନ୍ତ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ...ପୋଲିସ ବିରୁଦ୍ଧରେ 302 ଦଫା ଲାଗିଛି କି ନାହିଁ ସେ ବାବଦରେ ଜାଣିବାକୁ ଚାହିଁଛନ୍ତି ହାଇକୋର୍ଟ । ପୋଷ୍ଟ ମର୍ଟମ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ....
#ArgusNews #Puri #CustodialDeath
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app