ଡକ୍ଟର ହରେକୃଷ୍ଣ ମହତାବଙ୍କ ଲିଖିତ ଓଡ଼ିଶା ଇତିହାସର ହିନ୍ଦୀ ସଂସ୍କରଣକୁ ଉନ୍ମୋଚନ
ଇତିହାସ କେବଳ ଅତୀତର ଅଧ୍ୟାୟ ନୁହେଁ ଭବିଷ୍ୟତର ଆଇନା । ଓଡ଼ିଶାର ବିବିଧତାଭରା ସମୃଦ୍ଧ ଇତିହାସ ଲୋକଙ୍କ ପାଖରେ ପହଞ୍ଚିବା ଆବଶ୍ୟକ । ହରେକୃଷ୍ଣ ମହତାବଙ୍କ 'ଓଡ଼ିଶା ଇତିହାସ'ର ହିନ୍ଦୀ ଅନୁବାଦ ପୁସ୍ତକ ଉନ୍ମୋଚନ ଅବସରରେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
#ArgusNews #Odisha #HistoryOfOdisha #HarekrushanaMahatab Narendra Modi