ଆଜି ସରିବ ବାଲେଶ୍ୱର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ପ୍ରଚାର । ସେଥିପାଇଁ ଶେଷ ମୁହୁର୍ତ୍ତରେ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ 3 ପ୍ରମୁଖ ଦଳର ଉଦ୍ୟମ ଜାରି ରଖିଛନ୍ତି । ନିଜ ନିଜ ପ୍ରାର୍ଥୀଙ୍କ ସମର୍ଥନରେ ଭୋଟ ମାଗୁଛନ୍ତି ପ୍ରାର୍ଥୀ ଓ ଦଳୀୟ ନେତା । ବାଲେଶ୍ୱରରେ ପ୍ରଚାର ମୈଦାନରେ ବିଜେପିର ହେଭିୱେଟ୍ ନେତା । #ArgusNews #ArgusOdisha #ArgusOdia #ArgusUpdate #Byelection #Bjp #Odisha