ପାତାଳୀ ଶ୍ରୀକ୍ଷେତ୍ର ମହୋତ୍ସବ ଉଦଯାପିତ ହୋଇଯାଇଛି
ସୁବର୍ଣ୍ଣପୁର ଜିଲ୍ଲା କୋଟସମଲାଇଠାରେ ଚାଲିଥିବା ପାତାଳୀ ଶ୍ରୀକ୍ଷେତ୍ର ମହୋତ୍ସବ ଉଦଯାପିତ ହୋଇଯାଇଛି । ଦୀର୍ଘ 7ଦିନ ଧରି ଚାଲିଥିବା ଏହି ମହୋତ୍ସବରେ ଶ୍ରଦ୍ଧାଳୁମାନଙ୍କ ସମାଗମ ହୋଇଥିଲା । ଏହି ପୀଠରେ ଦୀର୍ଘ 144 ବର୍ଷ ଧରି ଓଡିଶାର ଆରାଧ୍ୟ ଦେବ ଶ୍ରୀଜଗନ୍ନାଥ ଭାଇ ଭଉଣୀଙ୍କ ସହିତ ଗୁପ୍ତଲୀଳା କରିଥିବାରୁ ବର୍ଷର ସବୁ ସମୟରେ ଏହି ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ ହୁଏ....
#ArgusNews #Odisha #Subernapur #Festival
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app