ହାଇକୋର୍ଟରେ ପ୍ରାଥମିକ ସ୍କୁଲ ମିଶ୍ରଣ ମାମଲା। ଆବେଦନକାରୀ ଏ ସମ୍ପର୍କରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବଙ୍କୁ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ୧୫ ଦିନ ମଧ୍ୟରେ ଏ ସମ୍ପର୍କରେ ନିଷ୍ପତ୍ତି ନେବାକୁ ଗଣଶିକ୍ଷା ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି.....
#ArguNews #Odisha #Primary_School #High_Court