ସୁପ୍ରିମକୋର୍ଟରେ ଆଜି କୋଟିଆ ମାମଲାର ଶୁଣାଣି । କୋଟିଆରେ ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନକୁ ବିରୋଧ କରି ଓଡ଼ିଶା ସରକାର ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଆଜି ଏହି ମାମଲାର ସୁପ୍ରିମକୋର୍ଟରେ ମାମାଲର ଶୁଣାଣି ହେବ । ମୁଖ୍ୟ ବିଚାରପତି ଶରଦ ଅରବିନ୍ଦ ବୋବଡ଼େଙ୍କ ତିନିଜଣିଆ ବେଞ୍ଚ ଆଗରେ ଓଡ଼ିଶା ନିଜର ପକ୍ଷ ରଖିବା ପରେ ତ୍ୱରିତ ଶୁଣାଣି ପାଇଁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି ....
#ArgusNews #SuprimeCourtHearingonKotiaIssue #SuprimeCourt #AndhraPradesh
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app