ପୂରଣ ହେଲାନି ଦାବି । ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଆତ୍ମାହୂତି ଉଦ୍ୟମ କଲେ ଠିକା କର୍ମଚାରୀ ଦୀନବନ୍ଧୁ ମିଶ୍ର । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଘଟଣା ପାଇଁ ବିଶ୍ୱ ବିଦ୍ୟାଳୟ କର୍ତୃପକ୍ଷ ଓ ସ୍ଥାନୀୟ ପ୍ରଶାସନ ଦାୟୀ ବୋଲି ଅଭିଯୋଗ କରିଛନ୍ତି ଦୀନବନ୍ଧୁଙ୍କ ପୁଅ....
#ArgusNews #Odisha #Samablpur #Suiside_Attempt