ଜମୁଛି ପିପିଲି ବ୍ୟାଟେଲ୍ । ଉପନିର୍ବାଚନ ପାଇଁ ଆରମ୍ଭ ହୋଇଗଲାଣୀ ଶକ୍ତି ପ୍ରଦର୍ଶନ । ପୂର୍ବରୁ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିସାରିଥିବା ବେଳେ ଆଜି ଶେଷ ଦିନରେ ନାମାଙ୍କନ ଭରିଛନ୍ତି ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ ଓ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ....
#ArgusNews #Odisha #Pipili #By_Election #Nomination