ଆସନ୍ତା 21ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ରାଉରକେଲା ସ୍ଥିତ ଜାତୀୟ ବୈଷୟିକ ପ୍ରତିଷ୍ଠାନର ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ରାଉରକେଲା ଇସ୍ପାତ୍ କାରଖାନାର ସୁପର ସ୍ପେଶାଲିଟି ଡାକ୍ତରଖାନା ଉଦଘାଟନ କରିବେ ...
#ArgusNews #Odisha #RamnathKovind #Rourkela #Inauguration #OdishaVisit