ଆଜି ମଧ୍ୟରାତ୍ରିରୁ ବାଧ୍ୟତାମୂଳକ ହେବ ଫାସଟ୍ୟାଗ । ରାଜ୍ୟର ଟୋଲଗେଟ ଗୁଡ଼ିକରେ ମଧ୍ୟରାତ୍ରିରୁ ଏହି ନିୟମକୁ କଡ଼ାକଡ଼ି କରାଯିବ । ଫାସଟ୍ୟାଗ ନଥିଲେ ଗାଡ଼ି ଚାଳକ ପୂର୍ବ ନିଷ୍ପତ୍ତି ମୂତାବକ ଦୁଇ ଗୁଣା ଟୋଲ ଫି ଗଣିବେ। କେନ୍ଦ୍ର ପରିବହନ ମନ୍ତ୍ରାଳୟ ପକ୍ଷରୁ ଏନେଇ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି ....
#ArgusNews #Odisha #Fasttag
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app