ନିରବି ଗଲେ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିର ବିଶିଷ୍ଟ ନିର୍ଦ୍ଦେଶକ ରାଜୁ ମିଶ୍ର । ଆଜି ମଧ୍ୟାହ୍ନରେ ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ 72 ବର୍ଷ ବୟସ ହୋଇଥିଲା । ତାଙ୍କ ମୃତ୍ୟୁରେ ସାରା ଓଲିଉଡରେ ଶୋକର ଛାୟା ଖେଳିଯାଇଛି .....
#ArgusNews #Odisha #Ollywood #Director #Raju_mishra
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
Playstore - https://play.google.com/store/apps/details?id=com.argusnews.app&hl=en_IN&gl=US
App Store - https://apps.apple.com/tt/app/argus-news/id1526127869?ign-mpt=uo%3D2