ଓଡିଶାର ଚାଷୀ ମାନଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ବା ପିଏମ୍-କିଷାନରେ ପଞ୍ଜିକୃତ ୪୦ ଲକ୍ଷ ୫୦ ହଜାର ଓଡିଶାର ଚାଷୀ ଯେପରି ଏହି ଯୋଜନାର ସମ୍ପୂର୍ଣ୍ଣ ଲାଭ ପାଇପାରିବେ ସେ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ତାଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ....
#ArgusNews #Odisha #Farmer #CM #Union_Minister Dharmendra Pradhan