ଆଜିଠାରୁ ଆରମ୍ଭ ହୋଇଛି ସଡ଼କ ସୁରକ୍ଷା ସପ୍ତାହ...
କେବଳ ଟ୍ରାଫିକ ଛକମାନଙ୍କରେ ନୁହେଁ ଏଥର ବିଶେଷ କରି ସ୍କୁଲ ଛାତ୍ରଛାତ୍ରୀ ଓ ଯୁବ ବର୍ଗଙ୍କୁ ସଚେତନ କରାଯିବ ବୋଲି କହିଛନ୍ତି ଟ୍ରାଫିକ ଡିସିପି ସୌମ୍ୟା ମିଶ୍ର ...
#ArgusNews #RoadSafetyWeek #TrafficDCP
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app