କଟକ ଜିଲ୍ଲା ଟାଙ୍ଗି ଥାନା ଅନ୍ତର୍ଗତ 16 ନମ୍ବର ଜାତୀୟ ରାଜପଥ ବନ୍ଧାଳ ଟୋଲପ୍ଲାଜା ନିକଟରେ ମେଦିନାପୁରର ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଆମ୍ବୁଲାନ୍ସଟି ରୋଗୀ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ଦୁର୍ଘଟଣାରେ 3ଜଣଙ୍କର ମୃତ୍ୟୁ ହୋଇଛି ....
#ArgusNews #Cuttack #Accident #AmbulanceAccident #Death
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app