#ପ୍ରତିଶ୍ରୁତି_ରଖିଲେ_କେନ୍ଦ୍ରମନ୍ତ୍ରୀ_ଧର୍ମେନ୍ଦ୍ର_ପ୍ରଧାନ !
ଉତ୍କଳ ବିଶ୍ୱବିଦ୍ୟାଳୟର ବିକାଶ ପାଇଁ ବର୍ଷକର ଦରମା ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲଙ୍କୁ ସେ ନିଜର 1 ବର୍ଷର ଦରମା ପ୍ରଦାନ କରିଛନ୍ତି ....
#ArgusNews #Odisha #UtkalUniversity Dharmendra Pradhan #Donate_1YearSalary