ଆଜିଠାରୁ ଭୁବନେଶ୍ୱର ଲୋୟର ପିଏମଜିରେ ଆମରଣ ଅନଶନରେ ବସିବେ ଯାତ୍ରା କଳାକାର
୨ ହଜାର ଦର୍ଶକଙ୍କୁ ନେଇ ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବା ସହ ୧୨ ଦଫା ଦାବି ପୂରଣ ଦାବିରେ ଆମରଣ ଅନଶନ ଓ ଗଣଧାରଣା ଦେବ ସଂଘ। ୨୩ ତାରିଖ ସୁଦ୍ଧା ସରକାର ଦାବି ପୂରଣ ନ କଲେ ୨୪ ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲାରେ କଳାକାରମାନେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦିଆଯାଇଛି.....
#ArgusNews #Odisha #Bhubaneswar #Strike #Jollywod_Actors
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app