ପ୍ରଭୁ ଲିଙ୍ଗରାଜ ମନ୍ଦିର ପାଇଁ ଅଧ୍ୟାଦେଶ ଆସିବେ ପେର ଏବେ ସମ୍ବଲପୁରର ମା’, ସମେଲଶ୍ୱରୀ ମନ୍ଦିର, ଯାଜପୁରର ମା’ ବିରଜା ମନ୍ଦିର, ଗଞ୍ଜାମର ମା’ ତାରା ତାରିଣୀ ମନ୍ଦିର ଏବଂ ନୟାଗଡ଼ର କଂଟିଲ ଶ୍ରୀନୀଳମାଧବ ମନ୍ଦିର ପାଇଁ ସମାନ ଅଧ୍ୟାଦେଶ ପ୍ରଣୟନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କୁ
ଚିଠି ଲେଖି ଅନେୁରାଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ... ଏ ନେଇ କଣ କୁହନ୍ତି ଶ୍ରୀନୀଳମାଧବଙ୍କ ସେବାୟତ.....
#ArgusNews #Odisha #Temple_Reopen #DharmendraPradhan
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app