କୋରାପୁଟ ଜିଲ୍ଲା କୋଟିଆରେ ଆନ୍ଧ୍ରପ୍ରଦେଶ ସରକାର ନିର୍ବାଚନ ଘଟଣାକୁ ନେଇ ଓଡ଼ିଶା ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । 2006 ମସିହାରେ କୋଟିଆ ସୀମା ବିବାଦ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଦେଇଥିବା ପୂର୍ଣ୍ଣାଙ୍ଗ ରାୟକୁ ଆନ୍ଧ୍ରପ୍ରଦେଶ ସରକାର ପାଳନ କରିନଥିବାରୁ ଓଡ଼ିଶା ଅଦାଲତ ଅବମାନନା ମାମଲା ରୁଜୁ କରିଛି ....
#ArgusNews #OdishaGovt #AndhraGovt #Kotia #Supimecourt
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app