ଝାଡଖଣ୍ଡର ଦଲମା ଜଙ୍ଗଲରୁ ଆସିଥିବା ଏହି ହାତୀପଲ ମୟୁରଭଞ୍ଜ ପରେ ବାଲେଶ୍ଵର ଜିଲ୍ଲା ନୀଳଗିରି ରେଞ୍ଜର ଦୁର୍ଗାଦେବୀ, ସୋନନଦୀ, ପୁନ୍ଦାଳ, କାଠପାଳ, ପାଟଣା ପରେ ଅଯୋଧ୍ୟା ଗୋପାଳପୁର ରାସ୍ତା ଅତିକ୍ରମ କରି ଗୋପାଳପୁର ସଂରକ୍ଷିତ ଜଙ୍ଗଲକୁ ପ୍ରଵେଶ କରିଛନ୍ତି ।
#ArgusNews #ArgusOdisha #ArgusOdia #ArgusUpdate #Headlines #Jharakhand #Elephant #Nilagiri #ElephantHerd