ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ୨୦୨୦ର ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଛି । ମୋଟ ୯୭୩୭୭ ଜଣ ପିଲା ପରୀକ୍ଷା ଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ୬୮୩୭୪ ଜଣ ବା ୭୦.୨୧ ପ୍ରତିଶତ ପିଲା ପାସ କରିଛନ୍ତି । ଗତ ବର୍ଷ ପାସ ହାର ୭୨ ପ୍ରତିଶତ ଥିଲା ....
#ArgusNews #OdishaNews #Bhubaneswar #PlusTwo_Science_Result