ବରଗଡ ଜିଲ୍ଲା ବିଜେପୁର ବ୍ଲକ ଘଣ୍ଟିଆପାଲି ପଞ୍ଚାୟତ ହାଇସ୍କୁଲର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର 4ଟି ଟିମ 4ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରଖିଛି....
#ArgusNews #Odisha #ArgusUpdate #Baragarh #Headmaster #Vigilance_Raid