ବରଗଡ ଓକିଲ ସଂଘ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି
ବରଗଡ ଓକିଲ ସଂଘ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ୩ ଦଫା ଦାବିରେ ଓକିଲ ସଂଘ ପକ୍ଷରୁ ଆନ୍ଦୋଳନ ଚେତାବନୀ ଦେବା ସହ ଏହାର ତୁରନ୍ତ ସମାଧାନ ପାଇଁ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନ ଠାରେ ଦାବି କରିଛନ୍ତି ....
#ArgusNews #ArgusUpdate #Odisha #Baragarh #PressMeet
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app