ଗତକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହୋଇଯାଇଛି। । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ପଦ୍ମ ଫୁଲରେ ବିଭୂଷିତ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପରମ୍ପରା ଅନୁଯାୟୀ ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ଥାଏ ....
#ArgusNews #Padmabesa #Puri #Srimandira
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app