ଆଜିଠାରୁ ଯୁକ୍ତ୨ ଇନଷ୍ଟାଣ୍ଟ ପରୀକ୍ଷା ଆରମ୍ଭ ହେବ । ତେବେ ଆଜି କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଥିଓରି ଓ ୧୨ ତାରିଖରେ ପ୍ରାକ୍ଟିକାଲ/ପ୍ରୋଜେକ୍ଟ ପେପର୍ ପରୀକ୍ଷା କରାଯିବ। ଏକାଥରେ ରେଗୁଲାର, ଏକ୍ସ-ରେଗୁଲାର ଓ ଡିଷ୍ଟାନ୍ସ ଏଜୁକେସନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ।
#ArgusNews #Odisha #Instantexam #CHSE