ନୟାଗଡ ଯଦୁପୁର ଅପହରଣ ଘଟଣାରେ ତଦନ୍ତ କରୁଥିବା ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ସାମ୍ବାଦିକ ସମ୍ମିଳନୀ ବିବାଦରେ.....ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା ସତ କହିବା ପରିବର୍ତ୍ତେ ଗପ ଶୁଣାଇଛନ୍ତି ବୋଲି ଅଭିଯୋଗ କରିଛନ୍ତି ବିରୋଧୀ.....
#ArgusNews #SIT #PressMeet #JusticeForParee
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app