ଭଦ୍ରକ ଗ୍ରାମାଞ୍ଚଳ ଥାନା ବଉଳପୋଖରୀ ଗ୍ରାମରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଳିଗଲା ଗୋଟିଏ ପରିବାର ର 4 ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତି ଜଳି ପୋଡି ପାଉଁଶ ହୋଇଯାଇଛି । ବିଳମ୍ବିତ ରାତିରେ ଶୋଇଥିବା ଅବସ୍ଥାରେ, ଘରେ ନିଆଁ ଲାଗିଯାଇଥିଲା ....
#ArgusNews #Bhadrak #FireMishape #Odisha
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app