ଚନ୍ଦନ ଯାତ୍ରା ପାଇଁ ପୁରୀ ପୋଲିସର କଡା ପଦକ୍ଷେପ। ୨୧ ଦିନ ବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀ ଚତୁପାର୍ଶ୍ବ ଓ ଶ୍ରୀମନ୍ଦିର ସମ୍ମୁଖ ଭାଗରେ ଜାରି ହେବ ୧୪୪ ଧାରା। କୌଣସି ପରିସ୍ଥିତିରେ ଏସଓପିକୁ ଉଲ୍ଲଂଘନ ହେବାକୁ ଦିଆଯିବ ନାହିଁ ...
#ArgusNews #Odisha #Puri #Chandarjatra #144inPuri #Festival #Corona