ଦୁର୍ଲଭ ବେଶରେ ଦର୍ଶନ ଦେବେ ମହାପ୍ରଭୁ
ଆସନ୍ତା ଶନିବାର ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ମାଘମାସ ଶୁକ୍ଳପକ୍ଷ ପ୍ରତିପଦାଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ଥାଏ। କିନ୍ତୁ ଚଳିତବର୍ଷ ମହାପ୍ରଭୁଙ୍କ ପଦ୍ମବେଶ ଶନିବାର ପଡୁଥିବାରୁ ତାପର ଦିନ ରବିବାର ସାନିଟାଇଜ୍ ପାଇଁ ଦର୍ଶନ ବନ୍ଦ ହେବାକୁ ଥିବାରୁ ଭକ୍ତମାନେ ଏବର୍ଷ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନରୁ ବଞ୍ଚିତ ହେବେ.....
#ArgusNews #ArgusUpdate #Odisha #Puri #JagannathMandir #Padma_Besa
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app