UGC NET May 2021 Exam postponed
ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ
ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କୁ ମିଳିବ ଦାଦାସାହେବ ଫାଲକେ ସମ୍ମାନ। ଏହି ଅବସରରେ ପୁରୀ ବେଳାଭୂମିରେ ଆକର୍ଷଣୀୟ ବାଲୁକାକଳା ନିର୍ମାଣ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ...
#ArgusNews #Odisha #Puri #SouthSuperstar Rajinikanth #SudarshanPattanayak