ଗାନ୍ଧୀଙ୍କୁ ବାଲୁକା ଚିତ୍ରକଳା ଜରିଆରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ...
1921 ମାର୍ଚ୍ଚ 26ରେ ମହାତ୍ମା ଗାନ୍ଧୀ ଓଡିଶା ଗସ୍ତରେ ଆସିଥିଲେ। ସେ ଏହି ସମୟରେ ଶ୍ରୀକ୍ଷେତ୍ର ପୁରୀକୁ ମଧ୍ୟ ଆସିଥିଲେ। ତେବେ ମହାତ୍ମା ଗାନ୍ଧିଜୀଙ୍କ ଓଡିଶା ଆଗମନର ଶହେ ବର୍ଷ ପୂର୍ତ୍ତି ଅବସର ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ବାଲୁକା ଚିତ୍ରକଳା ଜରିଆରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ...
#ArgusNews #Odisha #SandArt #Puri #Sudarsanapattnaik #MahatmaGandhi